Pariksha Pe Charcha: nbsp;ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ପରୀକ୍ଷା ପେ ଚର୍ଚ୍ଚାର ଅଷ୍ଟମ ସଂସ୍କରଣ । ବୋର୍ଡ ପରୀକ୍ଷା ଦେବାକୁ ଥିବା ପରୀକ୍ଷାର୍ଥୀଙ୍କୁ ଟିପ୍ପ ଦେବେ ମୋଦି ।