Get Updates
Get notified of breaking news, exclusive insights, and must-see stories!

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି । ଘଟଣାରେ ୭ ଜଣ ସୈନିକ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ଭଦ୍ରବାହ-ଚମ୍ବା ଇଣ୍ଟରଷ୍ଟେଟ ରୋଡରେ ଖନ୍ନି ଟପ୍ ରେ ହୋଇଛି ।

accident

ଖବର ମୁତାବକ, ଏକ ବୁଲେଟପ୍ରୁଫ ଆର୍ମି ଗାଡ଼ିରେ ଅତିକମରେ ୧୭ ଜଣ ଯବାନ ରହିଥିଲେ । ସେନା ଗାଡ଼ି ପର୍ବତରେ ଥିବା ଏକ ପୋଷ୍ଟକୁ ଯାଉଥିଲା । ଏହି ସମରେ ଖନ୍ନି ଟପରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇକୁ ଖସିପଡିଥିଲା ।

ପୋଲିସ ଏବଂ ଆର୍ମୀ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଏଠାରୁ ୪ ଜଣ ସୈନିକଙ୍କ ମ୍ତଦେହକୁ ଜବତ କରିଥିବା ବେଳେ ଅନ୍ୟ ୯ ଜଣଙ୍କୁ ଆହତ ଭାବେ ଉଦ୍ଧାର କରାଯାଇଛି । ଘଟଣାରେ ୩ ଜଣଙ୍କୁ ଗଭୀର ଆଘାତ ଲାଗିଛି । ଏମାନଙ୍କୁ ଚିକିତ୍ସା ପାଇଁ ଏୟାରଲିଫ୍ଟ କରାଯାଇ ଉଧମପୁର ମିଲିଟ୍ରୀ ହସପିଟାଲରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+