Get Updates
Get notified of breaking news, exclusive insights, and must-see stories!

ବିଳାସପୁରରେ ଟ୍ରେନ୍ଦୁ ର୍ଘଟଣା ; ୧୦ରେ ପହଁଞ୍ଚିଲା ମୃତ୍ୟୁସଂଖ୍ୟ, ଆଗକୁ ଏହି ସଂଖ୍ୟା ଆହୁରି ବଡ଼ିପାରେ

ଛତିଶଗଡ ବିଳାସପୁରରେ ବଡ଼ ଟ୍ରେନ ଦୁର୍ଘଟଣା । ହାୱଡା ରୁଟରେ ପାସେଞ୍ଜର ଟ୍ରେନ ଏବଂ ମାଲବାହୀ ଟ୍ରେନ ପରସ୍ପର ମଧ୍ୟରେ ଧକ୍କା ହୋଇଛି । ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି । ଉଦ୍ଧାର କାର୍ଯ୍ୟ ପାଇଁ ରେଲୱେ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳକୁ ଯାଇଛି । ଦୁର୍ଘଟଣା ପରେ ରୁଟରେ ସମସ୍ତ ଟ୍ରେନ ଚଳାଚଳ ଠପ୍ ହୋଇଛି ।

ଖବର ମୁତାବକ, ଟ୍ରେନ ନମ୍ବର ୬୮୭୩୩ କୋରବା ପାସେଞ୍ଜର ଟ୍ରେନ ମାଲଗାଡି ସହିତ ବିଳାସପୁର ଷ୍ଟେସନରେ ଧକ୍କା ହୋଇଛି । ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି ।

Train accident Bilaspur

ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ରେଲୱେ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳକୁ ଯାଇଛି । କ୍ରେନ ଓ କଟର ବ୍ୟବହାର କରି ଯାତ୍ରୀଙ୍କୁ ଉଦ୍ଧାର କରାଯାଉଛି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ୫ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+