ଛତିଶଗଡ଼ ବିଳାସପୁର ଷ୍ଟେସନ ନିକଟରେ ଟ୍ରେନ୍ ଦୁର୍ଘଟଣା; ୬ ମୃତ

ଛତିଶଗଡ ବିଳାସପୁରରେ ବଡ଼ ଟ୍ରେନ ଦୁର୍ଘଟଣା । ହାୱଡା ରୁଟରେ ପାସେଞ୍ଜର ଟ୍ରେନ ଏବଂ ମାଲବାହୀ ଟ୍ରେନ ପରସ୍ପର ମଧ୍ୟରେ ଧକ୍କା ହୋଇଛି । ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି । ଉଦ୍ଧାର କାର୍ଯ୍ୟ ପାଇଁ ରେଲୱେ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳକୁ ଯାଇଛି । ଦୁର୍ଘଟଣା ପରେ ରୁଟରେ ସମସ୍ତ ଟ୍ରେନ ଚଳାଚଳ ଠପ୍ ହୋଇଛି ।

Train accident

ଖବର ମୁତାବକ, ଟ୍ରେନ ନମ୍ବର ୬୮୭୩୩ କୋରବା ପାସେଞ୍ଜର ଟ୍ରେନ ମାଲଗାଡି ସହିତ ବିଳାସପୁର ଷ୍ଟେସନରେ ଧକ୍କା ହୋଇଛି । ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ଏହି ସଂଖ୍ୟା ବଢିବାରେ ବୋଲି ଅନୁମାନ କରାଯାଉଛି । ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ରେଲୱେ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳକୁ ଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+