ରେଳ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ପ୍ରତି ଆହତଙ୍କୁ ୫୦ ହଜାର
ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ପିଏମ୍ଓ ଘୋଷଣା କରିଛି । ପ୍ରତି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଘୋଷଣା ହୋଇଛି ।
ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଆହତମାନଙ୍କର ଆରୋଗ୍ୟ କାମନା କରିଛନ୍ତି ମୋଦୀ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଏନେଇ ସୂଚନା ଦିଆଯାଇଛି ।
The Prime Minister has announced an ex-gratia of Rs. 2 lakh from the PMNRF for the next of kin of each deceased due to the train derailment between Alamanda and Kantakapalle section. The injured would be given Rs. 50,000. https://t.co/K9c2cRsePG
— PMO India (@PMOIndia) October 29, 2023
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଛନ୍ତି । ଓଡିଶା-ଆନ୍ଧ୍ର ସୀମାରେ ନେଇ ଟ୍ରେନ୍ ଦୁର୍ଘଟଣାର କଥା ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଲେ ରେଳ ମନ୍ତ୍ରୀ ।
ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରା ସରିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications