ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ନିପାତ ହେଲେ TRF ଆତଙ୍କବାଦୀ
ଜାମ୍ମୁ କାଶ୍ମୀର: ଆତଙ୍କୀ ମୁକାବିଲାରେ ସୁରକ୍ଷା କର୍ମୀଙ୍କୁ ମିଳିଛି ବଡ଼ ସଫଳତା । ଜାମ୍ମୁ ଓ କାଶ୍ମୀରର କଥୋହଲାନରେ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି ସୁରକ୍ଷା କର୍ମୀ । ଗୁରୁବାର ଦିନ ଏକ ଏନକାଉଣ୍ଟରରେ ସୁରକ୍ଷା କର୍ମୀଙ୍କ ଦ୍ୱାରା ଟିଆରଏଫ୍ ଆତଙ୍କୀ ନିହତ ହୋଇଛି ।

କାଶ୍ମୀର ଜୋନ୍ ପୋଲିସର ସୂଚନାନୁସାରେ ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର, ଗୁଳିଗୋଳା ଜବତ କରାଯାଇଛି । ଏନକାଉଣ୍ଟର ପରେ ସର୍ଚ୍ଚ ଅପରେସନ୍ ଚାଲିଛି ।
ଶୋପିଆନ୍ ଜିଲ୍ଲାର କାଥୋଲାନ୍ ଅଞ୍ଚଳରେ କିଛି ଆତଙ୍କୀ ଲୁଚି ରହିଥିବା ସୂଚନା ଅଧାରରେ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ଉଭୟ ପୋଲିସ୍ ଓ ସେନା ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେସନ୍ କରାଯାଇଥିଲା । ଏହି ସମୟରେ ଏନକାଉଣ୍ଟରରେ ଟିଆରଏଫର ଆତଙ୍କବାଦୀ ନିହତ ହୋଇଛି ।
ଏହାପୂର୍ବରୁ ଶୋପିଆନ୍ ଜିଲ୍ଲାର କାଥୋଲାନ୍ ଅଞ୍ଚଳରେ ଏକ ଏନକାଉଣ୍ଟର ଆରମ୍ଭ ହୋଇଥିବା ପୋଲିସ ସୂଚନା ଦେଇଛି । ଏଥିରେ ପୋଲିସ ଏବଂ ସେନା କର୍ମଚାରୀ ସାମିଲ ଅଛନ୍ତି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications