ଝାଡ଼ଖଣ୍ଡରେ ଦୁଇ ଜଣ ମାଓବାଦୀଙ୍କୁ ଗିରଫ୍
ଝାଡ଼ଖଣ୍ଡର ଗିରିଡିହ ଜିଲ୍ଲା ଅନ୍ତର୍ଗତ ବେଙ୍ଗାବାଦ୍ ଥାନା ଅଞ୍ଚଳରେ ଦୁଇ ଜଣ ମାଓବାଦୀଙ୍କୁ ଗିରଫ୍ କରାଯାଇଛି । ବିହାରର ସ୍ୱତନ୍ତ୍ର ଟାସ୍କଫୋର୍ସ୍ ଏବଂ ସ୍ଥାନୀୟ ପୁଲିସ୍ର ମିଳିତ ଅଭିଯାନରେ ଏହି ଦୁଇ ଜଣ ମାଓବାଦୀ ଗିରଫ୍ ହୋଇଥିବା ପୁଲିସ୍ କହିଛି । ଗିରଫ୍ ମାଓବାଦୀ ବିଭିନ୍ନ ମାଓ କାର୍ଯ୍ୟକଳାପରେ ଜଡ଼ିତ ରହିବା ସହ ସୁରକ୍ଷା ସଂସ୍ଥା ପାଇଁ ମୋଷ୍ଟ ୱାଣ୍ଟେଡ୍ ରହିଥିଲେ । ଗିରଫ୍ ପରେ ଆଇନ୍ ଅନୁଯାୟୀ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ପୁଲିସ୍ ସୂଚନା ଦେଇଛି ।

More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications