Get Updates
Get notified of breaking news, exclusive insights, and must-see stories!

ଛତିଶଗଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ, ୨ ମାଓବାଦୀ ମୃତ

ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ପୁଲିସ-ମାଓବାଦୀ ଗୁଳିବିନିମୟରେ ୨ କ୍ଯାଡର୍ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କୋଣ୍ଡାଗାଓଁ-ନାରାୟଣପୁର ସୀମା ବରଗୁମ ଜଂଗଲରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଡିଭିସିଏମ ଓ ଜଣେ ଏସିଏମ୍ କ୍ୟାଡର୍ ମାଓବାଦୀଙ୍କ ମୃତ୍ୟୁ ଘଟିଛି।

କୋଣ୍ଡାଗାଓଁ-ନାରାୟଣପୁର ସୀମା ବରଗୁମ ଜଂଗଲରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ଡିଭିସିଏମ ଓ ଜଣେ ଏସିଏମ୍ କ୍ୟାଡର୍ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୂର୍ବ ବସ୍ତର ଡିଭିଜନର ଡିଭିସିଏମ ହଲଧର ଓ ଏସିଏମ୍ କ୍ୟାଡର୍ ରାମେ। ଉଭୟଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ। ଘଟଣାସ୍ଥଳରୁ ଏକେ-୪୭ ବନ୍ଧୁକ ଓ ଗୁଳିଗୋଳା ଜବତ ହୋଇଛି। ଉଭୟଙ୍କ ନାଁରେ ଯଥାକ୍ରମ‌େ ୮ ଲକ୍ଷ ଓ ୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଡିଆରଜି ଓ ବସ୍ତର ଫାଇଟର୍ସ ପକ୍ଷରୁ ଗତକାଲି ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା।

dead

ମୃତକ ହେଲେ ପୂର୍ବ ବସ୍ତର ଡିଭିଜନର ଡିଭିସିଏମ ହଲଧର ଓ ରାମେ। ଉଭୟଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ। ଘଟଣାସ୍ଥଳରୁ ଏକେ-୪୭ ବନ୍ଧୁକ ଓ ଗୁଳିଗୋଳା ଜବତ ହୋଇଛି। ଉଭୟଙ୍କ ନାଁରେ ଯଥାକ୍ରମ‌େ ୮ ଲକ୍ଷ ଓ ୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଡିଆରଜି ଓ ବସ୍ତର ଫାଇଟର୍ସ ପକ୍ଷରୁ ଗତକାଲି ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+