ଯବାନଙ୍କ ଗୁଳିରେ 2 ଆତଙ୍କବାଦୀ ନିହତ
ଜାମ୍ମୁ କାଶ୍ମୀରର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଯବାନଙ୍କ ଗୁଳିରେ 2 ଆତଙ୍କବାଦୀ ନିହତ ହୋଇଛନ୍ତି । ଦୁଇଟି ଏନକାଉଣ୍ଟର ଶ୍ରୀନଗର ଓ କୁଲଗାମ ଅଞ୍ଚଳରେ ହୋଇଥିବା ନେଇ ସୋମବାର ଦିନ ପୋଲିସ ପକ୍ଷରୁ ସୂଚନା ମିଳିଛି ।
ଶ୍ରୀନଗର : ଜାମ୍ମୁ କାଶ୍ମୀରର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଯବାନଙ୍କ ଗୁଳିରେ 2 ଆତଙ୍କବାଦୀ ନିହତ ହୋଇଛନ୍ତି । ଦୁଇଟି ଏନକାଉଣ୍ଟର ଶ୍ରୀନଗର ଓ କୁଲଗାମ ଅଞ୍ଚଳରେ ହୋଇଥିବା ନେଇ ସୋମବାର ଦିନ ପୋଲିସ ପକ୍ଷରୁ ସୂଚନା ମିଳିଛି । ନିହତ ଆତଙ୍କବାଦୀ ହିଜବୁଲ ମୁଜାହିଦିନର ବୋଲି ଜଣାପଡ଼ିଛି ।

ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ପୋଲିସ ଓ ସ୍ଥାନୀୟ ସେନାଧିକାରୀ ମାନେ ମିଳିତ ଭାବେ ଚଢାଉ କରିଥିଲେ । ଏହି ସମୟରେ ଆତଙ୍କବାଦୀ ମାନେ ଅଚାନକ ଯାବନଙ୍କ ଉପରକୁ ଗୁଳି ଚାଳନା କରିଥିଲେ । ପାଲଟା ଜବାବରେ ସେନା ପକ୍ଷରୁ ଗୁଳି ଚାଳନା କରାଯାଇଥିଲା, ଯେଉଁଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି ।
ନିହତ ହୋଇଥିବା ଏହି ଦୁଇ ଆତଙ୍କବାଦୀ ହେଲେ ଶିରାଜ୍ ମୋଲବି ଓ ୟାୱାର ଭଟ୍ଟ । ଶିରାଜ୍ 2016 ରୁ ସକ୍ରିୟ ଥିବା ବେଳେ ନିରିହ ଯୁବକଙ୍କୁ ମାରିବାରେ ତାର ସମ୍ପୃକ୍ତି ରହିଥିଲା । ସେପଟେ ଶ୍ରୀନଗରରେ ଏବେବି କମ୍ବିଂ ଅପରେସନ ଜାରି ରହିଛିୋ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications