ପୁଲୱାମାରେ ଏନକାଉଣ୍ଟର: ୨ ଆତଙ୍କବାଦୀ ସଫା

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।

ଶ୍ରୀନଗର: ଜାମ୍ମୁକାଶ୍ମୀର ପୁଲୱାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି।

Two terrorists encountered in Pulwama
ପୁଲୱାମା ଟିକେନ୍ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ଖବରପାଇ ସୁରକ୍ଷା କର୍ମୀ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଘଟଣାସ୍ଥଳରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+