୭ରେ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ
ଆସନ୍ତା ମାସ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୭ରେ ଅମିତ ଶାହ ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି । ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଓଡ଼ିଶା ଆସିବେ ।

କଟକ ମୁଣ୍ଡଳି ଯାଇ ସିଆରପିଏଫ୍ ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଏହାସହିତ ନକ୍ସଲ ଦମନ ଓ ଭାରତୀୟ ନ୍ୟାୟ ସଂହିତାର ସମୀକ୍ଷା କରିପାରନ୍ତି ଅମିତ ଶା












Click it and Unblock the Notifications