ବିଗିଡ଼ିଲା କେନ୍ଦ୍ର ମନ୍ତ୍ରୀ ଜି କିଶନ ରେଡ୍ଡୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା, AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରୀ ଜି କିଶାନ ରେଡ୍ଡୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇଛି । ଏହା ପରେ ତାଙ୍କୁ ନୂଆଦିଲ୍ଲୀରେ AIIMS ରେ ଭର୍ତ୍ତି କରାଯାଇଛି । ଡାକ୍ତରଙ୍କ ଏକ ଟିମ୍ କେନ୍ଦ୍ର ମନ୍ତ୍ରୀଙ୍କୁ ଯାଞ୍ଚ କରୁଛନ୍ତି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି ।
ମିଳିଥିବା ସୂଚନା ଅନୁସାରେ, ରବିବାର ରାତିରେ ରେଡ୍ଡୀ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପ୍ରାୟ 11 ଟାରେ ତାଙ୍କୁ ଦିଲ୍ଲୀ AIIMS ରେ ଭର୍ତ୍ତି କରାଯାଇଥିଲା । ସେ ବର୍ତ୍ତମାନ କାର୍ଡିଓ ନ୍ୟୁରୋ ସେଣ୍ଟରର କାର୍ଡିଆକ୍ କେୟାର ୟୁନିଟରେ ଚିକିତ୍ସିତ ହେଉଛନ୍ତି ।












Click it and Unblock the Notifications