UnionBudget2026 ; ବଜେଟ୍‌ରେ ଘୋଷଣା, ଏହି ୫ ରାଜ୍ୟରେ ହେବ ବିରଳ ଖଣିଜ କରିଡ଼ର

୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟରେ ନିର୍ମଳା ଖଣିଜ କରିଡର ନେଇ ଘୋଷଣା କରିଛନ୍ତି । ଓଡ଼ିଶା ସମେତ ୫ଟି ରାଜ୍ୟରେ ବିରଳ ମୂର୍ତ୍ତିକା କରିଡର ନେଇ ଘୋଷଣା କରିଛନ୍ତି । କେରଳ, ଓଡ଼ିଶା, ତାମିଲନାଡୁ, ଛତିଶଗଡ ଓ ଝାଡଖଣ୍ଡରେ ଏହି କରିଡର ନିର୍ମାଣ ହେବ । ନିର୍ମଳା କହିଛନ୍ତି ଆମ ସରକାର ନିଯୁକ୍ତି ଓ ଉତ୍ପାଦନକୁ ଗୁରୁତ୍ୱ ଦେଇଛନ୍ତି ।

UnionBudget2026
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+