ଅଶାନ୍ତ ସୀମା; ଭୟରେ ସାରା ରାତି ଗୁଳି ବର୍ଷା କରୁଛି ପାକ ସେନା

ପାକିସ୍ତାନ ସୀମାରେ ହଲ୍‌ଚଲ । ଉୟଭ ପକ୍ଷରୁ ଗୁଳି ବର୍ଷା। ଗତ କାଲି ରାତିରେ ଏଲଓସି ଅଞ୍ଚଳରେ ପାକ୍‌ ସେନା ପୁଣି ଥରେ ଗୁଳିମାଡ଼ କରିଛି । ଭାରତ ମଧ୍ୟ କଡା ଯବାବ ଦେଇଛି । ପାକିସ୍ତାନୀ ପୋଷ୍ଟ୍‌ରୁ ଗୁଳି ମାଡ ହୋଇଛି ।

Pak army

ଏଲଓସିର ଟୁଓମାରି ଗଲି ଏବଂ ରାମପୁର ସେକ୍ଟରରେ ଉଭୟ ଦେଶର ସେନା ମଧ୍ୟରେ ଗୁଳି ବିନିମୟ ହୋଇଛି । ପାକିସ୍ତାନକୁ ଭାରତ କଡା ଯବାବ ଦେବା ପରେ ଗୁଳି ଚଳାଚଳ ବନ୍ଦ ହୋଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି । ପହଲଗାମ ଆକ୍ରମଣ ପଛରେ ପାକିସ୍ତାନ ଥିବା ସ୍ପଷ୍ଟ ହେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+