ନଦୀରେ ଓଲଟିଲା ଡଙ୍ଗା, ୪ ମୃତ

ଶବ ସତ୍କାର କରିବାକୁ ଯାଉଥିବା ବେଳେ ନଦୀରେ ଓଲଟି ପଡ଼ିଲା ଡଙ୍ଗା । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ୧୫ ଜଣ ଲୋକ ଏକ ଡଙ୍ଗାରେ ଅନ୍ତିମ ସଂସ୍କାର ପାଇଁ ଯାଉଥିବା ବେଳେ ମଝିରେ ଅନିୟନ୍ତ୍ରିତ ଭାବେ ଡଙ୍ଗା ବୁଡ଼ି ଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ୧୨ ଜଣଙ୍କୁ ନଦୀରୁ ଉଦ୍ଧାର କରାଯାଇଛି ।

up boat capsizes in river three dead 12 serious people were going for funeral

ସମସ୍ତଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଡଙ୍ଗା ବୁଡ଼ିଯିବା ପରେ ସ୍ଥାନୀୟ ଲୋକେ ସାହାଯ୍ୟ ପାଇଁ ଚିତ୍କାର ଶୁଣି ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିବା ଆରମ୍ଭ କରିଥିଲେ। ସେପଟେ ଦୁର୍ଘଟଣା ଖବର ପାଇବା ପରେ ସ୍ଥାନୀୟ ବିଧାୟକ ଜ୍ଞାନ ତିୱାରୀ ଘଟଣାସ୍ଥଳରେ ପହଞ୍ଚି ପୀଡିତଙ୍କ ପରିବାରକୁ ସାନ୍ତ୍ୱନା ଦେଇଥିଲେ । ଡିଏମ୍ ଆନନ୍ଦ ଅଭିଷେକ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+