ବସ-ଟେମ୍ପୋ ମଧ୍ୟରେ ଭୟଙ୍କର ସଡ଼କ ଦୁର୍ଘଟଣା; ଗଲା ୪ ଜୀବନ

ଉତ୍ତରପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସକୁ ପିଟିଲା ଟେମ୍ପୋ ଟ୍ରାଭେଲର୍ ।ଫଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ତେବେ ଘଟଣାଟି ଉତ୍ତରପ୍ରଦେଶ ବାରାବଂଙ୍କି ନିକଟସ୍ଥ ଲୋନି କଟରା ଥାନା ଅଞ୍ଚଳ ଅନ୍ତର୍ଗତ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଘଟିଛି।

up road accident ayodhya

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଉଦ୍ଧାରକାରୀ ଦଳ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲା। ସେଠାରେ ଆହତଙ୍କୁ ଉଦ୍ଧାର କରାଯାଇ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ଟେମ୍ପୋରେ ୧୫ରୁ ଉର୍ଦ୍ଧ୍ବ ଭକ୍ତ ଥିଲେ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରେ ଜଣେ ମହିଳା ଏବଂ ତିନି ଜଣ ପୁରୁଷ ଅଛନ୍ତି। ସେହିପରି ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି, ଯେଉଁମାନଙ୍କୁ ଚିକିତ୍ସା ପାଇଁ ଲକ୍ଷ୍ନୌ ଟ୍ରମା ସେଣ୍ଟରକୁ ପଠାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+