ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳବ । ମୋଟ୍ ୯୫୮ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍, ତୃତୀୟରେ ଆକାଂଶ ଧୂଲ୍ ସ୍ଥାନ ପାଇଛନ୍ତି। ଚତୁର୍ଥରେ ରାଘବ ଝୁନ୍ଝୁନ୍ୱାଲା,ପଞ୍ଚମରେ ଇଶାନ ଭଟ୍ଟନାଗର। ଷଷ୍ଠରେ ଜିନିଆ ଅରୋରା, ସପ୍ତମରେ ରାଜାହ ମହାଇଦ୍ଦିନ । ଅଷ୍ଟମରେ ପକ୍ଷାଲ ସେକ୍ରେଟ୍ରି, ନବମରେ ଆସ୍ଥା ଜୈନ, ଦଶମରେ ଉଜ୍ୱଳ ପ୍ରିୟଙ୍କା ।













Click it and Unblock the Notifications