Get Updates
Get notified of breaking news, exclusive insights, and must-see stories!

ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ନିମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆସନ୍ତା ଗଣତନ୍ତ୍ର ଦିବସରେ ଦେଶର ମୁଖ୍ୟ ଅତିଥି ହୋଇପାରନ୍ତି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ । ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅତିଥି ଭାବେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି । ଏ ନେଇ ଆମେରିକାର ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟି ସୂଚନା ଦେଇଛନ୍ତି ।

jo biden- narendra modi

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚଳିତ ମାସ ସେପ୍ଟେମ୍ବରରେ ଜି -20 ଶିଖର ସମ୍ମିଳନୀରେ ଭାଗ ନେବାକୁ ଭାରତ ଆସିଥିଲେ । ଏହା ପରେ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ପୁଣି ଆସିବେ ।

ଆମେରିକାର ରାଷ୍ଟ୍ରଦୂତ ଏରିକ ଗାର୍ସେଟି କହିଛନ୍ତି ଯେ ଜି -20 ଶିଖର ସମ୍ମିଳନୀ ପୂର୍ବରୁ ଦ୍ୱିପାକ୍ଷିକ ବୈଠକ ସମୟରେ ପିଏମ ମୋଦୀ ଜାନୁଆରୀ 26 ରେ ଗଣତନ୍ତ୍ର ଦିବସ ପାଳନ ପାଇଁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଆମନ୍ତ୍ରଣ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+