ଆସନ୍ତାକାଲିଠାରୁ ଆରମ୍ଭ ହେବ ଚାରଧାମ ଯାତ୍ରା, ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସହ ବୈଠକ କଲେ ମୁଖ୍ୟମନ୍ତ୍ରୀ
ଚଳିତ ବର୍ଷର ଚାରିଧାମ ଯାତ୍ରା ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି । ଏହାର ପ୍ରସ୍ତୁତି ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କରସିଂହ ଧାମି ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଶ୍ରୀ ଧାମି କହିଛନ୍ତି, ଆସନ୍ତା ୨ ତାରିଖରେ ଶ୍ରଦ୍ଧାଳୁ କେଦାରନାଥ ଧାମକୁ ଦର୍ଶନ ପାଇଁ ଯାଇ ପାରିବେ ।

ଏଥିପାଇଁ ଗତକାଲି ଠାରୁ ପଞ୍ଜିକରଣ ଆରମ୍ଭ ହୋଇସାରିଛି । ଦିବ୍ୟାଙ୍ଗ, ବରିଷ୍ଠ ଏବଂ ବିଦେଶୀ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର କାଉଣ୍ଟର ଖୋଲାଯାଇଛି । ଏପରିକି ୨୦ଟି ନିଶୁଳ୍କ ରେଜିଷ୍ଟ୍ରେସନ୍ କାଉଣ୍ଟର ମଧ୍ୟ କାର୍ଯ୍ୟକାରୀ କରାଯାଇଛି । ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରଦ୍ଧାଳୁ ଏହିଚାରି ଧାମ ଗସ୍ତ ଅବସରରେ ଜମୁନେତ୍ରୀ, ଗଙ୍ଗୋତ୍ରୀ, କେଦାରନାଥ ଓ ବଦ୍ରିନାଥ ସ୍ଥଳକୁ ପରିଦର୍ଶନରେ ଯାଇପାରିବେ ।
More From
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications