୭୦ଫୁଟ ତଳ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌: ୫ମୃତ

ଉତ୍ତରାଖଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ତେହରି ଜିଲାରେ ଏକ ବସ୍‌ ୭୦ଫୁଟ ତଳ ଗଭୀର ଘାଟିକୁ ଖସିପଡିଛି । ବସରେ ପ୍ରାୟ ୩୦-୩୫ଜଣ ଯାତ୍ରୀ ରହିଥିଲେ । ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏସଡିଆରଏଫ ଏବଂ ସ୍ଥାନୀୟ ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

Uttarakhand

ସୂଚନା ଅନୁସାରେ ତେହରି ଜିଲା ନରେନ୍ଦ୍ରନଗରର କୁଞ୍ଜପୁରୀ-ହିନ୍ଦୋଲାଖଲ ନିକଟରେ ବସ ଘାଟିକୁ ଖସିପଡିଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଥିବା ବେଳେ ଉଦ୍ଧାର କାରୀ ଦଳ ଓ ପ୍ରଶାସନ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+