Get Updates
Get notified of breaking news, exclusive insights, and must-see stories!

ବିଜେପି କାର୍ଯ୍ୟାଳୟରେ ବିଜୟ ଉତ୍ସବ, ସାମିଲ ହେଲେ ପ୍ରଧାନମନ୍ତ୍ରୀଙ୍କ ସହିତ ବହୁ ବରିଷ୍ଠ ନେତା

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରୋନ୍ଦ୍ର ମୋଦୀ । ମୋଦୀଙ୍କ ସହ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଅଛନ୍ତି । ଗୃହମନ୍ତ୍ରୀ ଅମିତ୍‌ ଶାହ ମଧ୍ୟ ପହଞ୍ଚିସାରିଛନ୍ତି । ଦିଲ୍ଲୀ କାର୍ଯ୍ୟାଳରେ କର୍ମକର୍ତ୍ତାଙ୍କ ପ୍ରବଳ ଭିଡ। ବାଣ ଫୁଟାଇ ବିଜୟ ଉତ୍ସବ ପାଳିଲେ । ମିଠା ଖାଇଲେ ନେତା ଓ କର୍ମି ନାଚିଲେ । ଏକାଠି ହେଲେ ବରିଷ୍ଠ ନେତା ଓ କର୍ମୀ । କିଛି ସମୟ ପରେ ଜନତାଙ୍କୁ ସମ୍ବୋଧିତ କରିବେ ମୋଦୀ ।

Delhi Assembly Election 2025

ଦିଲ୍ଲୀରେ ବିଜେପିର ବଡ଼ ବିଜୟ । ୨୭ ବର୍ଷ ପରେ ଦିଲ୍ଲୀ ଦଖଲ କଲା ଭାରତୀୟ ଜନତା ପାର୍ଟି । ତୃତୀୟ ଥର କ୍ଷମତାକୁ ଆସିବାର ଆପ୍‌ ଯେଉଁ ସ୍ବପ୍ନ ଦେଖୁଥିଲା ତାହା କେବଳ ସ୍ବପ୍ନରେ ହିଁ ରହିଗଲା । ୭୦ ବିଧାନସଭା ଆସନରେ ଭୋଟ୍‌ ହେବା ପରେ ସାମ୍ନାକୁ ଆସିଥିଲା ଏକଜିଟ୍‌ ପୋଲ । ଏକଜିଟ୍‌ ପୋଲରେ ଚିତ୍ର ସ୍ପଷ୍ଟ ଦିଶୁଥିଲା କି, ଏଥର ବିଜେପି ବାଜି ମାରିବ । ଆଉ ପ୍ରାରମ୍ଭିକ ଟ୍ରେଣ୍ଡରେ ବି ବିଜେପି ବାଜି ମାରୁଥିବା ଚିତ୍ର ସ୍ପଷ୍ଟ ହୋଇଥିଲା । ସେପଟେ ପରାଜୟକୁ ସ୍ବୀକାର କରି କେଜ୍ରିୱାଲ କହିଛନ୍ତି ଦିଲ୍ଲୀବାସୀଙ୍କ ନିଷ୍ପତ୍ତିକୁ ଆମେ ଗ୍ରହଣ କରିଛୁ, ବିରୋଧୀ ଦଳରେ ରହି ଲୋକଙ୍କ ଲାଗି କାମ କରିବୁ । ତେବେ ବିଜେପିର ବିଜୟ ପରେ ମୋଦୀ ଟ୍ବିଟ କରି କହିଛନ୍ତି, ଦିଲ୍ଲୀବାସୀ ଆମକୁ ବିଶ୍ବାସ କରିଛନ୍ତି । ଆଗାମୀ ଦିନରେ ବିକାଶ ଆହୁରି ଅଧିକ ହେବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+