ପଥର ଖଣିରେ ଭୟଙ୍କର ବିସ୍ଫୋରଣ: ୪ ଜଣ ମୃତ, ୧୦ ଆହତ

Virudhunagar Blast: ପଥର ଖଣିରେ ଭୟଙ୍କର ବିସ୍ଫୋରଣ, ଯେଉଁଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ରହିଛି । ସେହିପରି ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଏପରି ଘଟଣା ତାମିଲନାଡୁର ଭୀରୁଧୁନଗର ଜିଲ୍ଲାର ଏକ ପଥର ଖଣିରେ ଶ୍ରମିକମାନେ ଗୋଟିଏ ଗାଡ଼ିରୁ ବିସ୍ଫୋରକ ସାମଗ୍ରୀ ପଥର ଖଣି ଭଣ୍ତାର ଘରକୁ ବୋହି ନେଉଥିବା ବେଳେ ଏହି ବିସ୍ଫୋରଣ ଘଟିଛି ।

Virudhunagar Blast

ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଖଣି ଖାଦାନରୁ ୧୦ କିମି ଦୂର ପର୍ଯ୍ୟନ୍ତ ଶଦ୍ଧ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପଥର ଖଣିକୁ ତୁରନ୍ତ ବନ୍ଦ କରିଥିଲା ଏବଂ ମଦୁରାଇ-ତୁତିକୋରନ ଜାତୀୟ ରାଜପଥକୁ ବନ୍ଦ କରାଯାଇଛି ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ମଧ୍ୟରେ ଶ୍ରମିକ ରହିଛନ୍ତି, ସେହିପରି ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଚିକିତ୍ସା ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+