ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ । ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ । ଗୋପନ ବାଲଟ୍‌ରେ ଭୋଟ୍ ଦେଉଛନ୍ତି ସାଂସଦ
ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି ପରେ ଫଳ ଘୋଷଣା । NDAର ପୋଲିଂ ଏଜେଣ୍ଟ କିରଣ ରିଜିଜୁ, ଶ୍ରୀକାନ୍ତ ସିନ୍ଦେ ଓ ରାମମୋହନ ନାଇଡୁ । ଇଣ୍ଡିମେଣ୍ଟର ପୋଲିଂ ଏଜେଣ୍ଟେ ନାସିର୍ ହୁସେନ୍, ମାଣିକମ୍ ‌ଟାଗୋର ଓ ଶକ୍ତିସିଂହ ଗୋହିଲ୍ ।

Voting begins for Vice Presidential election check details here

ଉପରାଷ୍ଟ୍ରପତି ପଦ ପାଇଁ ଏନ୍‌ଡିଏ ଓ ଇଣ୍ଡିମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର । ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ ବନାମ ଇଣ୍ଡିମେଣ୍ଟର ବି. ସୁଦର୍ଶନ ରେଡ୍ଡୀ ।
ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟମାନେ ଦେବେ ଭୋଟ୍ । NDA ପ୍ରାର୍ଥୀ ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍ ।
ଇଣ୍ଡିମେଣ୍ଟ ପ୍ରାର୍ଥୀ ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ ।

ଉପରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ୩୮୬ ସଭ୍ୟଙ୍କ ସମର୍ଥନ ଆବଶ୍ୟକ । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲି । ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଜୁଲାଇ ୨୧ରେ ଦେଇଥିଲେ ଇସ୍ତଫା । ଜଗଦୀପ ଧନଖଡ଼ ଇସ୍ତଫା ଦେବାର ପ୍ରାୟ ୨ ମାସ ପରେ ନିର୍ବାଚନ । ୨୦୨୨ରେ ମାର୍ଗାରେଟ୍‌ ଆଲଭାଙ୍କୁ ୩୪୬ ଭୋଟ୍‌ରେ ହରାଇଥିଲେ ଧନଖଡ଼ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+