ଆଜିଠାରୁ ଦେଶରେ କେନ୍ଦ୍ର ସରକାର ଲାଗୁ କଲେ ଓ୍ବାକଫ ସଂଶୋଧନ ଆଇନ ୨୦୨୫
ଆଜିଠାରୁ ସାରା ଦେଶରେ ଲାଗୁ ହେଲା ୱକଫ୍ ଆଇନ । ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସଂସଦରେ ପାରିତ ଓ ରାଷ୍ଟ୍ରପତିଙ୍କ ମଞ୍ଜୁରି ପରେ ଲାଗୁ ହେଲା ବିବାଦୀୟ ୱକଫ୍ ଆଇନ । ୮ ଏପ୍ରିଲ୍, ୨୦୨୫ ଠାରୁ କାର୍ଯ୍ୟକାରୀ ହେବ। ସଂସଦର ଉଭୟ ଗୃହରେ ୱାକଫ୍ ସଂଶୋଧନ ବିଲ୍ ଗୃହୀତ ହେବା ପରେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର (୫ ଏପ୍ରିଲ୍) ଏହାକୁ ଅନୁମୋଦନ କରିଥିଲେ।

ଦେଶର ଅନେକ ରାଜ୍ୟରେ ନୂତନ ୱାକଫ ଆଇନ ବିରୋଧରେ ପ୍ରତିବାଦ ଚାଲିଥିବା ବେଳେ, କଂଗ୍ରେସ, ଏଆଇଏମଆଇଏମ ଏବଂ ଆମ ଆଦମୀ ପାର୍ଟି (ଆପ) ପୃଥକ ପୃଥକ ଆବେଦନ ସହିତ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅନୁଯାୟୀ, ଏହି ଆଇନ ମୁସଲମାନ ବିରୋଧୀ ନୁହେଁ ଏବଂ ଏହାର ଉଦ୍ଦେଶ୍ୟ ୱାକଫ ସମ୍ପତ୍ତିର ଭେଦଭାବ ଏବଂ ଅପବ୍ୟବହାରକୁ ରୋକିବା। ଲୋକସଭାରେ ୱାକଫ ସଂଶୋଧନ ବିଲ୍ ସପକ୍ଷରେ ୨୮୮ଟି ଭୋଟ ପଡ଼ିଥିଲା ଏବଂ ବିପକ୍ଷରେ ୨୩୨ଟି ଭୋଟ ପଡ଼ିଥିଲା। ଯେତେବେଳେ ରାଜ୍ୟସଭାରେ ବିଲ୍ ସପକ୍ଷରେ ୧୨୮ ଏବଂ ବିପକ୍ଷରେ ୯୫ ଭୋଟ ପଡ଼ିଥିଲା।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications