ବର୍ଷାରେ ବେହାଲ ବେଙ୍ଗାଲୁରୁ; ଉବୁଟୁବୁ ହେଉଛି ସହର
ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇପଡିଛି ବେଙ୍ଗାଲୁରୁ ସହର । ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଫଳରେ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏପରିକି ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି । ଯେଉଁ ରାସ୍ତାରେ ଯାନବାହନ ଚାଳାଚଳ କରୁଥିଲା ସେହି ରାସ୍ତାରେ ଚାଲୁଛି ଲାଇଭ ବୋଟ ।
କେ ଆର୍ ପୁରମ୍ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ । ଘଣ୍ଟା ଘଣ୍ଟା ଧରି ବର୍ଷା ହେବା ଯୋଗୁ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଏପରିକି ଟ୍ରାଫିକ ସମସ୍ୟା ଦେଖାଦେଇଛି । କିଛି ସ୍ଥାନରେ ଗଛ ଭାଙ୍ଗି ରାସ୍ତାରେ ପଡିଛି । ଡ୍ରେନେଜରେ ଅବ୍ୟବସ୍ଥା ଯୋଗୁ କିଛି ଲୋକଙ୍କ ଘରେ ପଶିଛି ପାଣି । କେ ଆର୍ ପୁରମ ବିଧାୟକ ଶ୍ରୀଯୁକ୍ତ ବସବ ରାଜ ବୁଲ୍ ଡୋଜର ଯୋଗେ ବୁଲିଲେ ଜଳମଗ୍ନ ହୋଇଥିବା ଅଞ୍ଚଳ ।

More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications