ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହେଲେ ପଶ୍ଚିମବଙ୍ଗ ରାଜ୍ୟପାଳ
ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସୋମବାର ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଡାକ୍ତରଖାନା ନିଆଯାଇଥିଲା।

ଡାକ୍ତରମାନେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଏବଂ ଆବଶ୍ୟକୀୟ ପରୀକ୍ଷା ପରେ ପରବର୍ତ୍ତୀ ପର୍ଯ୍ୟାୟ ଚିକିତ୍ସା ବିଷୟରେ ନିଷ୍ପତ୍ତି ନିଆଯିବ। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଖାନା ଯାଇ ରାଜ୍ୟପାଳଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।
More From
-
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ନୂଆଦିଲ୍ଲୀ ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀ, କାର୍ଯ୍ୟକ୍ରମକୁ ସମ୍ବୋଧନ କଲେ ମୋଦୀ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ








Click it and Unblock the Notifications