ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ହତ୍ୟା ଧମକ; ଲୋକଭବନର ସୁରକ୍ଷା ବଢିଲା

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ । ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ମିଳିଛି ହତ୍ୟା ଧମକ । ଏକ ଇମେଲ୍ ଜରିଆରେ ତାଙ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଛି । ବୋମା ଧମକ ମିଳିବା ପରେ ରାଜ୍ୟପାଳଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି ।

West Bengal Governor

ସେପଟେ ଘଟଣା ନେଇ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ରାଜ୍ୟ ପୋଲିସ୍ ଏବଂ CRPF ମିଳିତ ଭାବେ ରାଜ୍ୟପାଳଙ୍କ ସୁରକ୍ଷା ଦାୟିତ୍ୱ ତୁଲାଉଛନ୍ତି । ବୋମା ଆକ୍ରମଣ ଧମକ ପରେ ଗତ ମଧ୍ୟରାତ୍ରିରେ ସୁରକ୍ଷା ବାହିନୀର ଏକ ଜରୁରୀକାଳୀନ ବୈଠକ ମଧ୍ୟ ବସିଥିଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+