ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲା; ପଞ୍ଚମ ଅଭିଯୁକ୍ତ ଗିରଫ
ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲାରେ ପଞ୍ଚମ ଅଭିଯୁକ୍ତ ଗିରଫ । ଗ୍ୟାଙ୍ଗ ରେପ ଘଟଣାରେ ଚାଲିଛି ତନାଘନା ତଦନ୍ତ । ପଞ୍ଚମ ଅଭିଯୁକ୍ତକୁ ଗିରଫ ପରେ କୋର୍ଟରେ ହାଜର କରିଛି ପୋଲିସ । ଗତକାଲି ଗିରଫ ଚାରି ଅଭିଯୁକ୍ତଙ୍କୁ ଅଧିକ ପଚରାଉଚରା ପାଇଁ ୧୦ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ଘଟଣାସ୍ଥଳରୁ ପୀଡ଼ିତାଙ୍କୁ ଛାଡ଼ି ଚାଲିଯାଇଥିବା ପୁରୁଷ ବନ୍ଧୁକୁ ଘଟଣା ସମ୍ପର୍କରେ ମାରାଥନ୍ ଜେରା ଚାଲିଛି ।

ଅନ୍ୟପଟେ ପଶ୍ଚିମବଙ୍ଗ କର୍ତ୍ତୃପକ୍ଷଙ୍କଠାରୁ ପ୍ରାରମ୍ଭିକ ସହାୟତା ନ ମିଳିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପୀଡ଼ିତାଙ୍କ ବାପା । ଝିଅକୁ ଉନ୍ନତ ଚିକିତ୍ସା ପାଇଁ ଓଡ଼ିଶା ଆଣିବାକୁ ଅନୁମତି ଦେବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିବେଦନ କରିଛନ୍ତି । ଏହା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋର ଦଣ୍ଡ ପାଇଁ ସେ ଦାବି କରିଛନ୍ତି । ଶୁକ୍ରବାର ରାତିରେ ଦୁର୍ଗାପୁରର ଏକ ଘରୋଇ ମେଡିକାଲ ଛାତ୍ରୀ ବୟଫ୍ରେଣ୍ଡ ସହ ରାତ୍ରିଭୋଜନ ପାଇଁ ଯାଇଥିବା ବେଳେ ଗଣଦୁଷ୍କର୍ମର ଶିକାର ହୋଇଥିଲେ । ଓଡିଆ ଡାକ୍ତରୀ ଛାତ୍ରୀଙ୍କ ଗ୍ୟାଙ୍ଗରେପ ଘଟଣା ସବୁଠି ଚହଳ ସୃଷ୍ଟି କରିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications