Winter Session 2021 Live Update : ସଂସଦର ଉଭୟ ଗୃହ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ
ସଂସଦର ଶୀତ ଅଧିବେଶନ ନଭେମ୍ବର 29 ରୁ ଡିସେମ୍ବର 23 ପର୍ଯ୍ୟନ୍ତ ଚାଲିବ ।

ନୂଆଦିଲ୍ଲୀ : ନଭେମ୍ବର 29 ରୁ ଆରମ୍ଭ ହୋଇଥିବା ଶୀତକାଳୀନ ଅଧିବେଶନ ଆଜି ଶେଷ ହୋଇଛି । ଡିସେମ୍ବର 23 ରେ ଶେଷ ହେବାକୁ ଥିବା ଏହି ଅଧିବେଶନକୁ ଗୋଟିଏ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ଗୋଷଣା କରାଯାଇଛି ।
ରାଜ୍ୟସଭାରୁ 12 ଜଣ ବିରୋଧୀ ସାଂସଦଙ୍କ ନିଲମ୍ବନକୁ ବିରୋଧ ଏବଂ ହଟ୍ଟଗୋଳ ମଧ୍ୟରେ ଗୃହ କାର୍ଯ୍ୟରେ ବାଧା ଉପୁଜିଥିଲା । ବିରୋଧୀ ଆରମ୍ଭରୁ ଏହି ନିଲମ୍ବନ ପ୍ରତ୍ୟାହାର କରିବା ନେଇ ଦାବି କରୁଥିବା ବେଳେ ରାଜ୍ୟସଭା ଅଧ୍ୟକ୍ଷ ଏମ୍ ଭେଙ୍କେୟାନାଇଡ଼ୁ ପ୍ରତ୍ୟାହାର ଆବେଦନକୁ ଖାରଜ କରି ଦେଇଥିଲେ । ଏହା ବ୍ୟତୀତ ଲକ୍ଷ୍ମୀପୁର ଖେରୀ ମାମଲାରେ ଗୃହ ରାଜ୍ୟମନ୍ତ୍ରୀ ଅଜୟ ମିଶ୍ରଙ୍କ ଇସ୍ତଫା ଦାବି କରିବା ସହ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିରୋଧୀ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ ଜାରି ରଖିଥିଲେ ।
ଶୀତକାଳୀନ ଅଧିବେଶନର ପ୍ରତିଟି ଟିକିନିଖି ଖବର ପାଇଁ ପଢନ୍ତୁ ୱାନ ଇଣ୍ଡିଆ ଓଡ଼ିଆ
Rajya Sabha adjourned till 2 pm following the Opposition's protest in the House over the Lakhimpur Kheri incident and their demand for the immediate resignation of Minister Ajay Misra Teni. pic.twitter.com/5v1RTRv4Dr
— ANI (@ANI) December 16, 2021
Lok Sabha adjourned till 2 pm following the Opposition's protest in the House over the Lakhimpur Kheri incident and their demand for the immediate resignation of Minister Ajay Misra Teni. pic.twitter.com/kmg0hmTqnr
— ANI (@ANI) December 16, 2021
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications