Get Updates
Get notified of breaking news, exclusive insights, and must-see stories!

ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ସଂସଦ ଶୀତ ଅଧିବେଶନ

୨୫ରୁ ସଂସଦ ଶୀତ ଅଧିବେଶନ । ୨୫ ନଭେମ୍ବରରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ୨୦ ଡିସେମ୍ବର ଯାଏଁ ଚାଲିବ ଶୀତକାଳୀନ ଅଧିବେଶନ ।

Parliament Winter Session

ସେପଟେ ମୋହନ ସରକାରଙ୍କ ପ୍ରଥମ ଶୀତକାଳୀନ ଅଧିବେଶନ ଆସନ୍ତା ୨୬ ତାରିଖ ଠାରୁ ଆରମ୍ଭ ହେବ । ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ । ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ । ଏହାରି ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+