ରାଜ୍ୟରେ ଜାରି ରହିଛି ଶୀତର ଲହରି ,୩୦ରୁ ବଢ଼ିବ ତାପମାତ୍ରା

ରାଜ୍ୟରେ ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି।

winter

ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+