Get Updates
Get notified of breaking news, exclusive insights, and must-see stories!

ହାଇୱାକୁ ପିଟିଲା ବାଇକ୍: ୨ମୃତ

Accident News: ଆନନ୍ଦପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । NH ୨୦ ସଇଲଙ୍ଗ ନିକଟରେ ଏକ ହାଇୱାକୁ ପଛରୁ ଧକ୍କା ଦେଇଛି ବାଇକ୍ । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛି । ଆହତକୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି।

Accident News

ସୂଚନା ଅନୁସାରେ, ଗୁରୁବାର ଦିନ ଏକା ହାଇୱାକୁ ପଛରୁ ଧକ୍କା ଦେଇଥିଲା ବାଇକ୍ ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରକୁ ଆନନ୍ଦପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+