Get Updates
Get notified of breaking news, exclusive insights, and must-see stories!

ପୁରୀ ସ୍ୱର୍ଗଦ୍ୱାରରେ ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କର ହେଲା ଶେଷକୃତ୍ୟ

ଗୁରୁବାର ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ରାଜ୍ୟର ପ୍ରଥମ ମହିଳା ସାଂସଦ ସ୍ୱର୍ଗତା ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଲେ ପୁଅ ପୃଥି ବଲ୍ଲଭ ପଟ୍ଟନାୟକ ।

ପୁରୀ: ଗୁରୁବାର ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ରାଜ୍ୟର ପ୍ରଥମ ମହିଳା ସାଂସଦ ସ୍ୱର୍ଗତା ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଲେ ପୁଅ ପୃଥି ବଲ୍ଲଭ ପଟ୍ଟନାୟକ । ଭୁବନେଶ୍ୱର ସ୍ଥିତ ବାସଭବନରେ ଶେଷ ଦର୍ଶନ କରିଥିଲେ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବରିଷ୍ଠ ନେତା ବିଜୟ ମହାପାତ୍ର, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ବିଜେଡି ଉପସଭାପତି ଦେବୀ ମିଶ୍ର ।

Jayanthi Patnaik

ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ପାଇଁ ବୁଧବାର ରାତିରେ ସେ ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଗୁରୁବାର ତାଙ୍କ ପାର୍ଥିବ ଶରୀର ପୁରୀ ସ୍ଵର୍ଗଦ୍ଵାରରେ ପହଞ୍ଚିବା ପରେ ହିନ୍ଦୁ ରୀତିନୀତି ଅନୁସାରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ସ୍ୱର୍ଗଦ୍ୱାରରେ ଏହି ସମୟରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜ୍ବାଇଁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା ଓ କର୍ମୀ ଶେଷ ଦର୍ଶନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+