ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଘଟଣା : ପୁଲିସ ଡିଜିପିଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଇନଫୋସିଟି ନାବାଳିକା ମାମଲାରେ ଅସନ୍ତୋଷ ପ୍ରକାଶ କଲେ ହାଇକୋର୍ଟ । ହାଇକୋର୍ଟରେ ପୁଲିସ ମହାନିର୍ଦ୍ଦେଶଙ୍କୁ ବ୍ୟକ୍ତିଗତ ହାଜର ହେବାକୁ ନିର୍ଦ୍ଦେଶ ।
କଟକ : ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ଓଡିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାରେ ବ୍ୟକ୍ତିଗତ ଭାବରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟଙ୍କୁ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଉକ୍ତ ଘଟଣାର ତାଜା ରିପୋର୍ଟ ଆଫିଡେଭିଟ୍ ଜରିଆରେ କୋର୍ଟରେ ଦାଖଲ କରିବାକୁ ଶ୍ରୀ ଅଭୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ଶୁଣାଣି ସମୟରେ ଶ୍ରୀ ଅଭୟ ହାଇକୋର୍ଟରେ ହାଜର ହୋଇ ତାଙ୍କ ପକ୍ଷ ରଖିବାକୁ ଏହି ନିର୍ଦ୍ଦେଶରେ କହିଥିବା ଜଣାପଡିଛି ।

More From
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications