ଭାରତରେ ପୁଣି ବଢିଲା ସୁନା-ରୂପା ଦର

Gold Rate: ଭାରତରେ ବର୍ତ୍ତମାନ ପ୍ରତ୍ୟେକ ଦିନ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ତୁଳନାରେ ଆଜି ପୁଣି ମହଙ୍ଗା ହୋଇଛି ସୁନା ଦର । ଦେଶରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ୍ ସୁନା ୮୨ ହଜାର ଟଙ୍କା ଅତିକ୍ରମ କରିଛି। ୨୮ ମାର୍ଚ୍ଚ ତୁଳନାରେ, ଆଜି ୨୯ ମାର୍ଚ୍ଚରେ ସୁନା ୧୨୦୦ ଟଙ୍କା ମହଙ୍ଗା ହୋଇଥିବା ନେଇ ରେକର୍ଡ କରାଯାଇଛି ।

ସେହିପରି ଆଜି ରୂପା ମଧ୍ୟ ମହଙ୍ଗା ହୋଇଛି । ବର୍ତ୍ତମାନ ଦେଶରେ ଏକ କିଲୋଗ୍ରାମ ରୂପାର ମୂଲ୍ୟ ପ୍ରତି କିଲୋଗ୍ରାମ ୧,୦୫,୦୦୦ ଟଙ୍କା ରହିଛି ।

ଆଜି ଦିଲ୍ଲୀରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ପ୍ରାୟ ୮୨,୫୧୦ ଟଙ୍କା ରହିଛି ।

ମୁମ୍ବାଇରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୯,୮୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୮୨,୩୬୦ ଟଙ୍କା ରହିଛି ।

Gold Rate

କୋଲକାତାରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ ୮୨,୩୬୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୯,୮୫୦ ଟଙ୍କା ରହଛି ।

ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୨,୩୬୦ ଟଙ୍କା ଏବଂ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୯,୮୫୦ ଟଙ୍କା ରହିଛି ।

ଅହମ୍ମଦାବାଦରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୨,୪୧୦ ଟଙ୍କା ରହିଛି ଏବଂ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୮୯,୯୦୦ ଟଙ୍କା।

ଲକ୍ଷ୍ନୌରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୨,୫୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୯୦,୦୦୦ ଟଙ୍କା ରହିଛି ।

ଜୟପୁରରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୨,୫୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୯୦,୦୦୦ ଟଙ୍କା ରହିଛି ।

ପାଟନାରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୨,୪୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୯,୯୦୦ ଟଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+