Gold Rate In India: ଆଜି ଶସ୍ତା ହେଲା ସୁନା ଦର, ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

Gold Rate In India: ଆଜି ଶୁକ୍ରବାର 29 ନଭେମ୍ବରରେ ସୁନା-ରୂପା ଦର କମିଛି । ଆଜି ଭାରତରେ 24 କ୍ୟାରେଟ୍ ଏବଂ 22 କ୍ୟାରେଟ୍ ସୁନା ଦର 150 ଟଙ୍କା ହ୍ରାସ ପାଇଛି । ହେଲେ ଆଜି ରୂପା ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ ।

Gold Rate In India

ଦିଲ୍ଲୀ ସୁନା ଦର: ଆଜି ଦିଲ୍ଲୀରେ 10 ଗ୍ରାମ 24 କ୍ୟାରେଟ୍ ସୁନା ମୂଲ୍ୟ 77 ହଜାର 500 ଟଙ୍କା 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି ପ୍ରାୟ 71,050 ଟଙ୍କା ରହିଛି । ମୁମ୍ବାଇରେ 24 କ୍ୟାରେଟ୍ ସୁନା ର 10 ଗ୍ରାମ ମୂଲ୍ୟ 77,350 ଟଙ୍କା ଏବଂ 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି 71,050 ଟଙ୍କା ରହିଥିବା ବେଳେ କୋଲକାତାରେ 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି 71,050 ଟଙ୍କା ଥିବା ବେଳେ 24 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପିଛା 77,350 ଟଙ୍କା ରହିଛି ।

ଚେନ୍ନାଇରେ 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି 70,950 ଟଙ୍କା ଏବଂ 24 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପିଛା 77,350 ଟଙ୍କା ରହିଛି । ଅହମ୍ମଦାବାଦରେ 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି 70,950 ଟଙ୍କା ରହିଥିବା ବେଳେ 24 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପିଛା 77,400 ଟଙ୍କା ରହିଛି । ହାଇଦ୍ରାବାଦରେ 22 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପ୍ରତି 71,050 ଟଙ୍କା ଥିବା ବେଳେ 24 କ୍ୟାରେଟ୍ ସୁନା ମୂଲ୍ୟ 10 ଗ୍ରାମ ପିଛା 77,350 ଟଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+