ଆଜି ପୁଣି କମିଲା ସୁନା-ରୂପା ଦର
Gold-Silver Price On 27 August 2024: ଯଦି ଆଜି ଆପଣ ସୁନା ଓ ରୂପା ଅଳଙ୍କାର କିଣିବା ପାଇଁ ଚାହୁଁଛନ୍ତି ତେବେ ଆଜିର ଦର ଉପରେ ନଜର ପକାନ୍ତୁ । ଆଜି ଫ୍ୟୁଚର ବଜାରରେ ଅର୍ଥାତ୍ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନା ମୂଲ୍ୟ ହ୍ରାସ ପାଇଛି। ସେହିପରି ରୂପା ମଧ୍ୟ ଆଜି ଶସ୍ତା ହୋଇଛି । ଘରୋଇ ବଜାରରେ ସୁନା ଦର ହ୍ରାସ ପାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ 24 କ୍ୟାରେଟ ସୁନା 174 ରୁ 10 ଗ୍ରାମ ପିଛା 71,865 ଟଙ୍କା ଶସ୍ତା ହୋଇଛି । ସୋମବାର ଦିନ 10 ଗ୍ରାମ ପିଛା 72,039 ଟଙ୍କା ରହିଛି ।

ସୁନା ସହିତ ରୂପା ମଧ୍ୟ ଶସ୍ତା ହୋଇଛି । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସିଲଭର କିଲୋଗ୍ରାମ ପିଛା 85,610 ଟଙ୍କାରେ କିଲୋଗ୍ରାମ ପିଛା 58 ଟଙ୍କା ହ୍ରାସ ପାଇଛି । ସୋମବାର ଦିନ ରୂପା ଦର 85,668 ଟଙ୍କା ରିହିଥିଲା । ଘରୋଇ ବଜାରରେ ଉଭୟ ସୁନା ଓ ରୂପା ଶସ୍ତା ହୋଇଛି ସେହିପରି ଅନ୍ତର୍ଜାତୀୟ ବଜାରରେ ସୁନା ଶସ୍ତା ଏବଂ ରୂପା ମହଙ୍ଗା ହୋଇଛି ।
ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬, ୯୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ୍ ସୁନା ଦର ୭୩,୦୩୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୯୪୦ ଟଙ୍କା ଓ ୭୩,୦୩୦ ଟଙ୍କା ରହିଛି । ଦେଶର ରାଜଧାନୀ ନୂଆଦିଲ୍ଲୀରେ ୬୭,୦୯୦ ଓ ୭୩, ୧୮୦ ଟଙ୍କା ରହିଛି । ଚେନ୍ନାଇରେ ୨୨ କ୍ୟାରେଟ୍ ଓ ୨୨ କ୍ୟାରେଟ୍ ସୁନା ଦର ୬୬,୯୪୦ ଟଙ୍କା ଏବଂ ୭୩,୦୩୦ ଟଙ୍କା ରହିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications