Gold Price Today:ଗ୍ରାହକଙ୍କ ପାଇଁ ଖୁସି ଖବର, କମିଲା ସୁନାର ଦର

Gold Price Today: ଆଜି ଗୁରୁବାର ତଥା ୧୩ ଫେବୃଆରୀ ୨୦୨୫ରେ ମାର୍କେଟ୍ ଖୋଲିବା ପରେ ସୁନା ଦର ହ୍ରାସ ପାଇଥିବାର ଦେଖିବା ପାଇଁ ମିଳିଛି । ଦିଲ୍ଲୀ, ଜୟପୁର ଏବଂ ମୁମ୍ବାଇ ସମେତ ଅନେକ ସହରରେ ସୁନା ଦରରେ ପରିବର୍ତ୍ତନ ଦେଖିବା ପାଇଁ ମିଳିଛି । ଆଜି ୨୪ କ୍ୟାରେଟ୍ ୧୦ ଗ୍ରାମ ସୁନା ଦର ୮୬,୮୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ୧୦ ଗ୍ରାମ ସୁନା ଦର ୭୯,୫୪୦ ଟଙ୍କା ରହିଛି । ସେହିପରି ଆଜି ରୂପା କିଲୋ ୯୯,୪୦୦ ଟଙ୍କାରେ ରହିଛି ।

ଆଜି ଦିଲ୍ଲୀରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୮୬,୮୧୦ ଟଙ୍କା ରହିଛି ଏବଂ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରାୟକୁ ୭୯,୫୪୦ ଟଙ୍କା ରହିଛି । ମୁମ୍ବାଇରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୮୬,୬୬୦ ଟଙ୍କା ରହିଛି ୨୨ କ୍ୟାରେଟ୍ ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୭୯,୩୯୦ ଟଙ୍କା ରହିଛି ଏବଂ କୋଲକତାରେ କୋଲକାତାରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ କୁ ୭୯,୩୯୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମକୁ ୮୬,୬୬୦ ଟଙ୍କା ରହିଛି ।

Gold Price Today

ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୭୯,୩୯୦ ଟଙ୍କା ରହିଛି ଏବଂ ୨୪ କ୍ୟାରେଟ୍ ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୬,୬୬୦ ଟଙ୍କା ରହିଛି । ଅହମ୍ମଦାବାଦରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୭୯,୪୪୦ ଟଙ୍କା ରହିଛି ସେହିପରି ୨୪ କ୍ୟାରେଟ୍ ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମକୁ ୮୬,୭୧୦ ଟଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+