ଜାଣନ୍ତୁ ୨୦ ଫେବୃଆରୀ ୨୦୨୫ ସୁନା ଦର

Gold Rate: ଆଜି ୨୦ ତାରିଖରେ ପୁଣି ମହଙ୍ଗା ହେଲା ସୁନା ହେଲେ ଆଜି ରୂପା ମୂଲ୍ୟ ସ୍ଥିର ରହିଛି। ୨୦ ଫେବୃଆରୀ ୨୦୨୫ ରେ ସୁନା ବଜାର ଖୋଲିବା ସହ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୭,୮୧୦ ଟଙ୍କା, ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୦,୪୬୦ ଟଙ୍କା ରହିଛି । ରୂପାର ମୂଲ୍ୟ ପ୍ରତି କିଲୋଗ୍ରାମ ୧,୦୦,୪୦୦ ଟଙ୍କା।

ଆଜି ଫେବୃଆରୀ 20ରେ ଦିଲ୍ଲୀରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୭,୮୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପ୍ରାୟ ୮୦,୪୬୦ ଟଙ୍କା ରହିଛି ।

gold price

ମୁମ୍ବାଇରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୮୭,୬୬୦ ଟଙ୍କା ରହିଛି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୮୦,୩୬୦ ଟଙ୍କା ରହିଛି । କୋଲକାତାରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୦,୩୬୦ ଟଙ୍କା ରହିଛି ୨୪ କ୍ୟାରେଟ୍ ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ ୮୭,୬୬୦ ଟଙ୍କା ରହିଛି ।

ଆଜି ହାଇଦ୍ରାବାଦରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୮୦,୩୬୦ ଟଙ୍କା ଏବଂ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୭,୬୬୦ ଟଙ୍କା ରହିଛି ସେହିପରି ଗୁରୁଗ୍ରାମରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୮୦,୪୬୦ ଟଙ୍କା ଏବଂ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପାଇଁ ୮୭,୮୧୦ ଟଙ୍କା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+