Gold Price In Odia: ଦେଶରେ କମିଲା ସୁନା ଓ ରୂପା ଦର
Gold Price In Odia: ଆଜି ସାରା ଦେଶରେ ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଆଜି ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୬୮,୨୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ଗ୍ରାମ ପ୍ରତି ୭୪,୫୦୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୮,୨୯୦ ଟଙ୍କା ଓ ୭୪, ୫୦୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ମଧ୍ୟ ସୁନା ରୂପା ଦରରେ ପରିବର୍ତ୍ତନ ହୋଇଛି । ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମକୁ ୬୮, ୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟକୁ ୭୪, ୬୫୦ ଟଙ୍କା ରହିଛି । ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୬୮,୫୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୪,୮୩୦ ଟଙ୍କା ରହିଥିବା ନେଇ ରକର୍ଡ କରାଯାଇଛି ।
ବେଙ୍ଗାଲୁରୁରେ ମଧ୍ୟ ୨୨ କ୍ୟାରେଟ୍ ୨୪ କ୍ୟାରେଟ୍ ସୁନା ମୂଲ୍ୟ ଯଥାକ୍ରମେ ୬୮,୨୯୦ ଟଙ୍କା ଓ ୭୪,୫୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ରୂପା ମୂଲ୍ୟ କିଲୋ ପ୍ରତି ୯୮,୯୦୦ ଟଙ୍କା ରହିଛି ।












Click it and Unblock the Notifications