ନଭେମ୍ବରରେ ସ୍କୁଲ ଖୋଲିବା ସ୍ତଗିତ : ଗଣଶିକ୍ଷା ମନ୍ତ୍ରୀ

ନଭେମ୍ବର ମାସରେ ନବମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି | ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି | ଏହାକୁ ନଜରରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି |

ଭୁବନେଶ୍ୱର : ନଭେମ୍ବର ମାସରେ ନବମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି | ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି | ଏହାକୁ ନଜରରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ କହିଛନ୍ତି | ସ୍ୱାସ୍ଥ୍ୟ ବିଭାଗର ପରବର୍ତ୍ତୀ ଗାଇଡ୍‌ଲାଇନ୍‌କୁ ଅପେକ୍ଷା କରାଯାଇଛି । ଗାଇଡଲାଇନ୍ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି

odisha-school

ଚଳିତ ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା । ଆନ୍ଧ୍ରପ୍ରଦେଶରେ ସ୍କୁଲ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ କରୋନାରେ ସଂକ୍ରମିତ ହୋଇଛନ୍ତି । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛି | କରୋନା ଯୋଗୁଁ ଚଳିତ ବର୍ଷ ମାର୍ଚ୍ଚରୁ ସ୍କୁଲ ବନ୍ଦ ରହିଛି । ଅନଲାଇନରେ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଛି |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+