ସ୍କୁଲ ଖୋଲିବ ଆରବର୍ଷ ! ଡିସେମ୍ବର 31 ଯାଏଁ ସ୍କୁଲ ବନ୍ଦ
ଡିସେମ୍ବର 31 ଯାଏଁ ସ୍କୁଲ ବନ୍ଦ
ଭୁବନେଶ୍ୱର: ଡିସେମ୍ବର 31 ଯାଏଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ଏନେଇ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ବିଧିବଦ୍ଧ ଭାବରେ ବିଜ୍ଞପ୍ତି ପ୍ରକାଶ କରିଛି । ତେବେ ଏହି ସମୟରେ ପରୀକ୍ଷା ଓ ମୂଲ୍ୟାୟନ କାର୍ଯ୍ୟ ଜାରି ରହିବ । ଏହାସହ ଶିକ୍ଷକ ଓ କର୍ମଚାରୀମାନଙ୍କୁ ଅନଲାଇନ୍ କ୍ଲାସ ପାଇଁ ସ୍କୁଲକୁ ଡକାଯାଇପାରେ । ଡିସେମ୍ବରରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆସିପାରେ ବୋଲି ପୂର୍ବରୁ ରାଜ୍ୟ ସରକାର ଆଶଙ୍କା କରିଛନ୍ତି । ଇଉରୋପୀୟ ଦେଶମାନଙ୍କରେ କୋଭିଡ୍ ମହାମାରୀର ଦ୍ୱିତୀୟ ପର୍ଯ୍ୟାୟ ଆସି ସାରିଛି ।

ଡିସେମ୍ବରରେ ଶୀତର ପ୍ରକୋପ ବଢିଲେ କୋଭିଡ୍ ମହାମାରୀ ଅଧିକ ବ୍ୟାପିପାରେ ବୋଲି କୁହାଯାଉଛି । ଅପରପକ୍ଷରେ ଆନ୍ଧ୍ରପ୍ରଦଶରେ କୋଭିଡ୍ ସ୍ଥିତି ସୁଧୁରିବା ବେଳକୁ ସ୍କୁଲ ଖୋଲାଯାଇଥିଲା । ହେଲେ ପରବର୍ତ୍ତି ସମୟପେ ଛାତ୍ରଛାତ୍ରୀ ଓ ଶିକ୍ଷକ କୋଭିଡରେ ସଂକ୍ରମଣ ହୋଇଥିଲେ । ଫଳରେ ହଠାତ୍ ଆନ୍ଧ୍ରପ୍ରଦେଶରେ କୋଭିଡ୍ ସଂକ୍ରମଣ ବଢିଯାଇଥିଲା । ରାଜ୍ୟ ସରକାର ଏହି ସମସ୍ତ ବିଷୟ ପ୍ରତି ଅନୁଧ୍ୟାନ କରିବା ପରେ ସ୍କୁଲ୍ ବନ୍ଦ ନେଇ ନିଷ୍ପତ୍ତି ନେଇଥିବା କୁହାଯାଉଛି । 2021ରେ କରୋନା ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଜଣାପଡିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications