ମଙ୍କିପକ୍ସକୁ ସ୍ୱାସ୍ଥ୍ୟ ଏର୍ମଜେନ୍ସି ଭାବେ ଘୋଷଣା କଲା WHO
WHO declares Monkey Pox as health Emergency .ମଙ୍କିପକ୍ସକୁ ସ୍ୱାସ୍ଥ୍ୟ ଏର୍ମଜେନ୍ସି ଭାବେ ଘୋଷଣା କଲା WHO
ନୂଆଦିଲ୍ଲୀ: ଧିରେ ଧିରେ ଏବେ ବିଶ୍ୱରେ ମଙ୍କିପକ୍ସ ବଢିବାରେ ଲାଗିଛି । ସଂକ୍ରମଣ ବଢୁଥିବାର ଦେଖି ଏହାକୁ ଗୁରୁତର ସହ ନେଇଛି WHO । ସଂକ୍ରମଣକୁ ରୋକିବା ପାଇଁ ଏହାକୁ ବିଶ୍ୱ ସ୍ୱାସ୍ଥ୍ୟ ଏର୍ମଜେନ୍ସି ଭାବେ ଘୋଷଣା କରିଛନ୍ତି ଡବ୍ଲୁଏଚଓର ନିର୍ଦ୍ଦେଶକ ଡା. ଟେଡ୍ରସ । ସୂଚନାଅନୁସାରେ ୮୦ଟି ଦେଶରେ ବର୍ତ୍ତମାନ ଏହି ସଂକ୍ରମଣ ବ୍ୟାପିବା ସହ ୧୬ ହଜାରରୁ ଅଧିକ ମାମଲା ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ହୋଇସାରିଛି । ଭାରତରେ ମଙ୍କିପକ୍ସର ୩ଟି କେସ୍ ଚିହ୍ନଟ ହୋଇଛି ।

🚨 BREAKING:
— World Health Organization (WHO) (@WHO) July 23, 2022
"For all of these reasons, I have decided that the global #monkeypox outbreak represents a public health emergency of international concern."-@DrTedros pic.twitter.com/qvmYX1ZBAL
କେରଳରୁ ହିଁ ୩ଟି ସଂକ୍ରମଣ ଚିହ୍ନଟ ପରେ କେନ୍ଦ୍ର ସରକାର ଅନ୍ତର୍ଜତୀୟ ବିମାନବନ୍ଦରରେ ସବୁ ବିଦେଶ ଫେରନ୍ତାଙ୍କ ସ୍କ୍ରିନିଂକୁ କଡାକାଡ଼ି କିରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଯେଉଁମାନଙ୍କ ମଧ୍ୟରେ ସଂକ୍ରମଣ ଦେଖାଯାଉଛି ସେମାନଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଉଛି । ସମଲିଙ୍ଗୀ ଓ ପୁରୁଷଙ୍କ ମଧ୍ୟରେ ମଙ୍କିପକ୍ସକୁ ଅଧିକ ବ୍ୟାପୁଛି ।

-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications