୬ ଘଣ୍ଟାରେ ଗଲା ୧୦ ଜୀବନ, କାରଣ ଜାଣିଲେ ଆପଣ ବି ହେବେ ଆଶ୍ଚର୍ଯ୍ୟ

ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ଗୁରୁବାର ସାଢେ ୬ ଘଣ୍ଟା ଭିତରେ ୧୦ ଜଣଙ୍କୁ ମୃତ ଘୋଷଣା କରାଯାଇଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନଙ୍କଠାରୁ ଏହି ସୂଚନା ମିଳିଛି।

death

ସେ କହିଛନ୍ତି, ଦିନ ସାଢେ ଗୋଟାଏରୁ ୮ଟା ମଧ୍ୟରେ ୧୦ ଜଣଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ୮ ଜଣ ମୃତ ଅବସ୍ଥାରେ ହସ୍ପିଟାଲରେ ପହଞ୍ଚିଥିଲେ। ଆଉ ୨ ଜଣଙ୍କର ହସ୍ପିଟାଲରେ ପହଞ୍ଚିବା ପରେ ମୃତ୍ୟୁ ହୋଇଛି। ସେମାନଙ୍କର ହିଟେୱଭ ଜନିତ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+