୧୦ ଜିଲ୍ଲାରେ ଖୋଲିବ ନୂଆ ନର୍ସିଂ କଲେଜ୍

ରାଜ୍ୟର ଆଉ ୧୦ ଜିଲ୍ଲାରେ ଖୋଲିବ ନୂଆ ନର୍ସିଂ କଲେଜ୍ । 60 ସିଟ୍ ବିଶ୍ଷଟ ହେବ ପ୍ରତିଟି କଲେଜ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ।

ଭୁବନେଶ୍ବର: ରାଜ୍ୟର ଆଉ ୧୦ ଜିଲ୍ଲାରେ ଖୋଲିବ ନୂଆ ନର୍ସିଂ କଲେଜ୍ । 60 ସିଟ୍ ବିଶ୍ଷଟ ହେବ ପ୍ରତିଟି କଲେଜ । ଏଥିସହ ପରବର୍ତ୍ତୀ ସମୟରେ ଏହି ସିଟ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ।

nursing college

ତେବେ ନୂଆ କଲେଜ ଖୋଲିବାକୁ ଥିବା ଜିଲ୍ଲା ଗୁଡିକ ହେଲା- ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡ଼ା, ପୁରୀ, ସୁନ୍ଦରଗଡ଼, ଅନୁଗୁଳ, କେନ୍ଦୁଝର ଓ ଯାଜପୁର । ଏଥିସହ ଝାରସୁଗୁଡ଼ା ଜିଲ୍ଲାରେ ଚଳିତବର୍ଷ ହାର୍ଟ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଆଗକୁ କରୋନାର ତୃତୀୟ ଲହର ଆସୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ ପଦକ୍ଷେପ ନିଆଯାଇଛି । କରୋନା ହାରିବ, ଓଡ଼ିଶା ଜିତିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+