Get Updates
Get notified of breaking news, exclusive insights, and must-see stories!

ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ: ସ୍ୱାସ୍ଥ୍ୟମନ୍ତ୍ରୀ

ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ । ଗୋଲବଜାର ଅଞ୍ଚଳରେ ଥିବା ସ୍ପର୍ଶ ସିଟି ହସ୍ପିଟାଲରେ ଏହା କାର୍ଯ୍ୟକ୍ଷମ ହେବ । ଏହାକୁ ପରିଚାଳନା କରିବ ବରଗଡ଼଼ ବିକାଶ ହସ୍ପିଟାଲ ।

ସମ୍ବଲପୁର: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ଼ ହସ୍ପିଟାଲ । ଗୋଲବଜାର ଅଞ୍ଚଳରେ ଥିବା ସ୍ପର୍ଶ ସିଟି ହସ୍ପିଟାଲରେ ଏହା କାର୍ଯ୍ୟକ୍ଷମ ହେବ । ଏହାକୁ ପରିଚାଳନା କରିବ ବରଗଡ଼଼ ବିକାଶ ହସ୍ପିଟାଲ ।

Health Minister

ଆସନ୍ତା ଜୁନ ୧୫ରୁ ୨୦ ଭିତରେ ଏହା କାର୍ଯ୍ୟକାରୀ ହେବ | ଏଥି ପାଇଁ ଏମସିଏଲ ପକ୍ଷରୁ ବ୍ୟୟ ବରାଦ କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ତେବେ ଅତିଶୀଘ୍ର ଅନୁଗୁଳରେ ମଧ୍ୟ ଜେଏସପିଏଲ ଦ୍ବାରା ଆଉ ଏକ କୋଭିଡ ହସ୍ପିଟାଲ କାର୍ଯ୍ୟକାରୀ ହେବ । ଆଜିର ବୈଠକରେ ବିକାଶ ହସ୍ପିଟାଲର ମୁଖ୍ୟ , ସମ୍ବଲପୁର ଜିଲ୍ଲାପାଳ, ସମ୍ବଲପୁର ଏସପି ପ୍ରମୁଖ ଉପସ୍ଥିତ ରହିଥିଲେ |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+