ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ମନା

ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି । ବିଏମ୍‌ସିର ପ୍ରସ୍ତୁତି ବୈଠକରେ ପରେ ମେୟର ସୁଲୋଚନା ଦାସଙ୍କ ସୂଚନା। ଚୋରି ରୋକିବା ପାଇଁ ଅଧିକ ପୋଲିସ ଫୋର୍ସ ମୁତୟନ କରାଯିବ । ସାଧୁସନ୍ଥଙ୍କ ପାଇଁ ରହିବା, ଖାଇବା ଓ ଶୌଚାଳୟ ବ୍ୟବସ୍ଥା ହେବ । ମୋଟ୍ ୭ଟା ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ ବୋଲି କହିଛନ୍ତି ମେୟର। ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିପାରିବେ ନାହିଁ ।

sulochna das
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+