Get Updates
Get notified of breaking news, exclusive insights, and must-see stories!

ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା; ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ପ୍ରଭାତୀ । ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଭିଭାଷଣ । ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା । ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ', ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା'।

pravati Parida

୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ । ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+