ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ; ରବି ନାଏକ
ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ମହାପୁରୁଷ ଆଦର୍ଶ ଗାଁ କରିବ ପଞ୍ଚାୟତିରାଜ ବିଭାଗ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ସୂଚନା ।
୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତି କରିବେ । 'ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ।













Click it and Unblock the Notifications