ରାଜ୍ୟରେ ଦେଢ଼ ବର୍ଷରେ ମଲେଣି ୧୧୪ ହାତୀ, ବିଦ୍ୟୁତ ଆଘାତରେ ୪୨

ଗତ ଦେଢ଼ ବର୍ଷ ମଲେଣି ୧୧୪ ହାତୀ । ସର୍ବାଧିକ ୪୨ ଗୋଟି ହାତୀ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଥିବା ବେଳେ ବିଭିନ୍ନ ରୋଗ ଦ୍ୱାରା ୨୯ ଗୋଟି ହାତୀ ମରିଛନ୍ତି । ସେହିପରି ଶିକାରୀଙ୍କ ଦ୍ଵାରା ୬ ଗୋଟି ହତ୍ୟା କରାଯାଇଥିବା ବେଳେ, ଲୋକଙ୍କ ପ୍ରତିଶୋଧ ପରାୟଣ ପାଇଁ ୩ ଗୋଟି ହାତୀ ଓ ରେଳ ଦୁର୍ଘଟଣାରେ ୪ ଗୋଟି ହାତୀ ମୃତ୍ୟୁବରଣ କରିଛନ୍ତି ।

electrocution

ଆହୁରି ବି ପ୍ରାକୃତିକ କାରଣ ଦ୍ୱାରା ୧୭ ଗୋଟି ହାତୀ ମୃତ୍ୟୁବରଣ କରିଥିବା ବେଳେ ପାହାଡ଼ରୁ ପଡ଼ି, ନଦୀ ନାଳରେ ପଡ଼ି, ନିଜ ଭିତରେ କଳହ ହୋଇ ୧୩ ଗୋଟି ହାତୀ ମୃତ୍ୟୁବରଣ କରିଛନ୍ତି । ଅପ୍ରାକୃତିକ ହାତୀ ମୃତ୍ୟୁ ପାଇଁ ୯୩ ଜଣ ଲୋକଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ବିଧାନସଭାରେ ଜଙ୍ଗଲ ଓ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଲିଖିତ ଉତ୍ତର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+